ରାୟଗଡ଼ା: ୧୬ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଅବକାରୀ ପୋଲିସ୍ ଆଜି ଖଇରା ଗାଁରେ ଚଢ଼ାଉ କରି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକଙ୍କ ନାଁ ସୀମାଞ୍ଚଳ ସେନାପତି (୨୮)। ତା’ଠାରୁ ୧୬ କେଜି ୩୫୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ପଚରାଉଚରା ପରେ ତାକୁ କୋର୍ଟ ଚାଲାଣ କରାଯାଇଛି।

ganja

Rakesh Mallick
  • Published: Thursday, 26 May 2016
  • , Updated: 26 May 2016, 09:40 AM IST

Related story