ରାୟଗଡା: ରାୟଗଡା ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖା କାର୍ଯ୍ୟାଳୟରେ କାର୍ଯ୍ୟରତ ସିକ୍ୟୁରିଟି ଗାର୍ଡ ସୋମବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ବ୍ୟାଙ୍କରେ କାରବାର ଚାଲୁଥିବା ସମୟରେ ସିକ୍ୟୁରିଟି ଗାର୍ଡ ଗଜେନ୍ଦ୍ର ଧଡ ନିଜ ବନ୍ଧୁକରୁ ମୁଣ୍ଡରେ ଗୁଳିଫୁଟାଇ ଆତ୍ମହତ୍ୟା କରିଥିଲେ। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।
ଖବରପାଇ ରାୟଗଡା ପୋଲିସ ବ୍ୟାଙ୍କରେ ପହଞ୍ଚି ଶବ ଜବତ କରିବାସହ ତଦନ୍ତ ଆରମ୍ଭ କରିଛି। ତେବେ ଆତ୍ମହତ୍ୟାର କାରଣ ଏ ଯାଏଁ ଜଣାପଡି ନ ଥିବା ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
କେନ୍ଦ୍ର କରି ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।