ରାୟଗଡ଼ା: ପରକୀୟା ପ୍ରୀତିର କରୁଣ କାହାଣୀ, ପତ୍ନୀକୁ ହତ୍ୟା କଲା ସ୍ୱାମୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଚିଲିଗୁଡ଼ା ଗାଁରେ ଜଣେ ବ୍ୟକ୍ତି ତାଙ୍କ ପତ୍ନୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅଭିଯୁକ୍ତ ସ୍ୱାମୀ ଟୁସୁ ନାୟକକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁସାରେ ବିବାହ ପରେ ମଧ୍ୟ ଟୁସୁ ଜଣେ ସମ୍ପର୍କୀୟ ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲା। ଏହାକୁ ନେଇ ସବୁବେଳେ ପତିପତ୍ନୀଙ୍କ […]

raygada

raygada

Rakesh Mallick
  • Published: Sunday, 13 December 2015
  • Updated: 13 December 2015, 07:09 AM IST

Sports

Latest News

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଚିଲିଗୁଡ଼ା ଗାଁରେ ଜଣେ ବ୍ୟକ୍ତି ତାଙ୍କ ପତ୍ନୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅଭିଯୁକ୍ତ ସ୍ୱାମୀ ଟୁସୁ ନାୟକକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ସୂଚନା ଅନୁସାରେ ବିବାହ ପରେ ମଧ୍ୟ ଟୁସୁ ଜଣେ ସମ୍ପର୍କୀୟ ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲା। ଏହାକୁ ନେଇ ସବୁବେଳେ ପତିପତ୍ନୀଙ୍କ ମଧ୍ୟରେ ବିବାଦ ଲାଗି ରହୁଥିଲା। ଏପରି କି ସମ୍ପୃକ୍ତା ସମ୍ପର୍କୀୟା ଭାଉଜଙ୍କ ସହ ମିଶି ଟୁସୁ ଝରାମଣିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲା। ଶନିବାର ଏହି ଘଟଣାକୁ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଟୁସୁ ଭାଉଜ ସହ ମିଶି ଝରାମଣିଙ୍କୁ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story