ଭୁବନେଶ୍ୱର: ଇଞ୍ଜିନିୟରିଂ ଛାତ୍ର ରିଷି ମୃତ୍ୟୁ ଘଟଣାରେ କମିଶନରେଟ୍ ପୋଲିସ୍କୁ ଆଜି ବଡ଼ ସଫଳତା ମିଳିଛି। ରିଷିଙ୍କ ମୋବାଇଲ ପୋଲିସ ଜବତ କରିଛି। ଏହାକୁ କୋଲକାତା ସେଣ୍ଟ୍ରାଲ ଫୋରେନ୍ସିକ ଲ୍ୟାବକୁ ଯାଞ୍ଚ ପାଇଁ ପଠାଯିବ ବୋଲି ପୋଲିସ୍ କମିଶନର ୱାଇ.ବି. ଖୁରାନିଆ କହିଛନ୍ତି।
ରିଷି ମୃତ୍ୟୁ ମାମଲାରେ ରିଷିଙ୍କ ସାଙ୍ଗଙ୍କୁ ପୋଲିସ୍ ଘନଘନ ଜେରା କରିଛି। ମାମଲାରେ ଭୁବନେଶ୍ୱର ମେୟର ଅନନ୍ଦନାରାୟଣ ଜେନାଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ଉଭୟ ବିଜେପି ଓ କଂଗ୍ରେସ ତାଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକୁ ଜୋରଦାର କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।