ଅପରାଧୀଙ୍କ ଚରାଭୁଇଁ ପାଲଟିଛି ରାଉରକେଲା ସହର । ଦିନଦ୍ୱିପ୍ରହର ହେଉ କିମ୍ବା ସନ୍ଧ୍ୟା ଘଟାଉଛନ୍ତି ଜଘନ୍ୟ କାଣ୍ଡ। ଦୁଷ୍କର୍ମ, ଦୁର୍ବ୍ୟବହାର ଏବଂ ହତ୍ୟା ଭଳି ଘଟଣା ଯେମିତି ନିତିଦିନିଆ ହୋଇଗଲାଣି । ଗତ ୫ ଦିନରେ ୫ଟି ବଡ଼ ଘଟଣା ଇସ୍ପାତ ନଗରୀ ପାଇଁ କଳଙ୍କ ଆଣି ଦେଇଛି। ଆଉ ପୁଲିସର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗତ ୨୧ ତାରିଖ ସନ୍ଧ୍ୟାରେ ଦୁଇ ନାବାଳିକା ଭଉଣୀ ବଜାରକୁ ଯିବା ସମୟରେ ୩ଜଣ ଯୁବକ ଉଠାଇ ନେଇ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଥିଲା। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଫିଟୁଛି କେଟିଏମ୍ ବାବାଙ୍କ ଗୁମର
ଅଭିଯୋଗ ଅନୁସାରେ ବାବା କୁଆଡ଼େ କେଟିଏମ୍ ବାଇକ୍ରେ ଗର୍ଲଫ୍ରେଣ୍ଡକୁ ଧରି ବୁଲନ୍ତି।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।