ଭୁବନେଶ୍ୱର: ସାଇପ୍ରସାଦ ଗ୍ରୁପ ଚିଟଫଣ୍ଡ ସଂସ୍ଥା ନାଁରେ ଆଜି ଜମାକାରୀମାନେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁରେ ଅଭିଯୋଗ କରିଛନ୍ତି। ଏହି ସଂସ୍ଥା ଓଡ଼ିଶାରୁ ପ୍ରାୟ ୧୦୦ କୋଟି ଟଙ୍କା ଠକିଥିବା ଅଭିଯୋଗ ହୋଇଛି।
ପୂର୍ବରୁ ସାଇ ପ୍ରସାଦ ଗ୍ରୁପ ଅଫ୍ କମ୍ପାନୀର ସିଏମଡି ବାଲା ସାହେବ ଭାବକରଙ୍କ ସମେତ ୬ଜଣଙ୍କୁ ମୁମ୍ବାଇ ଇଓଡବ୍ଲୁ ଗିରଫ କରିଛି। କିନ୍ତୁ ଏନେଇ ପୂର୍ବରୁ ଓଡ଼ିଶା କ୍ରାଇମବ୍ରାଞ୍ଚ ଇଓଡବ୍ଲୁଙ୍କ ନିକଟରେ କୌଣସି ଅଭିଯୋଗ ହୋଇନଥିଲା। ଆଜି ଜମାକାରୀମାନେ ଇଓଡବ୍ଲୁ ସମେତ ସିବିଆଇରେ ମଧ୍ୟ ଅଭିଯୋଗ କରିଛନ୍ତି। ଏହି କମ୍ପାନୀ କିଛି ବଲିଉଡ୍ ଫିଲ୍ମ ତିଆରି କରିଥିବା ଅଭିଯୋଗ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।