ପାନ ଦୋକାନୀଙ୍କୁ ଗୁଳିମାଡ଼

ସାଲେପୁର: କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ ଆପିଲୋ ଜହ୍ନିଆ ବଜାରରେ ପାନ ଦୋକାନୀ କ୍ଷିରୋଦ ପରିଡା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ପେଟ ଓ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଏବେ ମଧ୍ୟ କ୍ଷିରୋଦଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି। ଖବର ପାଇ କଟକ ଗ୍ରାମାଞ୍ଚଳ ଏସ୍‌ପି ଓ ମହାଙ୍ଗା ପୋଲିସ ପହଞ୍ଚ ଘଟଣାର ତଦନ୍ତ ଚଳାଇଛି। ହେଲେ କେଉଁ କାରଣରୁ ଗୁଳିକାଣ୍ଡ ଘଟିଛି ତାହା ଜଣାପଡ଼ିନି। […]

salapur

Rakesh Mallick
  • Published: Wednesday, 04 January 2017
  • , Updated: 04 January 2017, 04:30 PM IST

ସାଲେପୁର: କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ ଆପିଲୋ ଜହ୍ନିଆ ବଜାରରେ ପାନ ଦୋକାନୀ କ୍ଷିରୋଦ ପରିଡା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ପେଟ ଓ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଏବେ ମଧ୍ୟ କ୍ଷିରୋଦଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି। ଖବର ପାଇ କଟକ ଗ୍ରାମାଞ୍ଚଳ ଏସ୍‌ପି ଓ ମହାଙ୍ଗା ପୋଲିସ ପହଞ୍ଚ ଘଟଣାର ତଦନ୍ତ ଚଳାଇଛି। ହେଲେ କେଉଁ କାରଣରୁ ଗୁଳିକାଣ୍ଡ ଘଟିଛି ତାହା ଜଣାପଡ଼ିନି।

 

Related story