ସମ୍ବଲପୁର: ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଅଧ୍ୟାପକ ମନୋଜ କୁମାର ବେହେରାଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଛି। ବିଶ୍ୱବିଦ୍ୟାଳୟର ହିଂସା ଓ ଯୌନ ଉତ୍ପୀଡ଼ନ ଆଭ୍ୟନ୍ତରୀଣ କମିଟିର ସୁପାରିଶ ଆଧାରରେ ତାଙ୍କୁ କାର୍ଯ୍ୟାନ୍ତର କରାଯାଇଥିବା ବିଶ୍ୱବିଦ୍ୟାଳୟର କୁଳପତି କହିଛନ୍ତି। ମନୋଜଙ୍କ ନାଁରେ ୪ ଜଣ ଛାତ୍ରୀ ମାନସିକ ନିର୍ଯାତନା ସହ ଅଶାଳୀନ ବ୍ୟବହାର ପ୍ରଦର୍ଶନ ଅଭିଯୋଗ ଆଣିଥିଲେ।
ତେବେ ଅଧ୍ୟାପକଙ୍କ ବିରୋଧରେ ଅଣାଯାଇଥିବା ମାନସିକ ନିର୍ଯାତନା ଅଭିଯୋଗ ଘଟଣାରେ ସଂପୃକ୍ତ ବିଭାଗର ଛାତ୍ରଛାତ୍ରୀ ଦୁଇ ଭାଗରେ ବିଭକ୍ତ ହୋଇଛନ୍ତି। ଏହି ୪ ଛାତ୍ରୀ ମିଥ୍ୟା ଅଭିଯୋଗ ଆଣିଥିବା ଅଭିଯୋଗ କରି ଆଉ ଗୋଟିଏ ଛାତ୍ର ଗୋଷ୍ଠୀ ଗତକାଲି ବିଶ୍ୱବିଦ୍ୟାଳୟ ଆଗରେ ପ୍ରତିବାଦ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।