ସମ୍ବଲପୁର: ସମ୍ୱଲପୁରରେ କିରୋସିନ୍ ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ୫୩ ନମ୍ୱର ଜାତୀୟ ରାଜପଥର ଅଇଁଠାପାଲି ଥାନା ଅନ୍ତଭୁର୍କ୍ତ ଏକ ଗ୍ୟାରେଜରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ୧୬ଶହ ଲିଟର ପିଡିଏସ୍ କିରୋସିନ୍ ଓ ୨ହଜାର ଲିଟର ଡିଜେଲ ଜବତ କରାଯାଇଛି।ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଜବତ କିରୋସିନିକୁ କିରୋସିନ ବୋଝେଇ ଟ୍ୟାଙ୍କରୁ ଚଞ୍ଚକତା କରି ଅନଲୋଡ କରାଯାଇଥିଲା। ପରେ ଡିଜେଲ ସହ ଅପମିଶ୍ରଣ କରି ବିକ୍ରି କରାଯାଉଥିଲା। ଗତ ୭ବର୍ଷ ଧରି ଚାଲିଥିଲା ଏହି କଳା କାରନାମା।
ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ମଧ୍ୟ ଭିଜିଲାନ୍ସ ବିଭାଗ ଶାସନ ଥାନା ଅନ୍ତର୍ଗତ ଡୁଙ୍ଗୁରିପଡା ଭାଲୁବାହାଲ ଅଞ୍ଚଳରେ ପିଡିଏସ କିରୋସିନ ବୋଝେଇ ଟ୍ୟାଙ୍କର ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।