ଭୁବନେଶ୍ୱର: ଆଜି ସକାଳେ ସିବିଆଇର ଏକ ୪ ଜଣିଆ ଟିମ୍ ଚିଟ୍ଫଣ୍ଡ ସଂସ୍ଥା ସମୃଦ୍ଧ ଜୀବନ ଫୁଡ୍ସ ଇଣ୍ଡିଆ ଲିମିଟେଡ୍ କର୍ମଚାରୀ ମାଧବଚନ୍ଦ୍ର ରାଉତଙ୍କ ଘରେ ଚଢ଼ାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିଛି।
କଟକ ଜିଲ୍ଲା ମାହାଙ୍ଗା ବ୍ଲକ ବାଜିପୁରା ଗ୍ରାମ ସ୍ଥିତ ଘରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ରାଉତଙ୍କ ଘର ଆଗରେ ବହୁ ସଂଖ୍ୟକ ଜମାକାରୀ ଭିଡ଼ ଜମାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।