ଭୁବନେଶ୍ୱର: ସନ୍ତୋଷ ରାଉଳ ଓରଫ୍ ସାରଥି ବାବାଙ୍କ ତିନି ସହଯୋଗୀକୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ସାରଥିଙ୍କ ଅର୍ଥ କାରବାର ନେଇ ତାଙ୍କୁ ଦୀର୍ଘ ସମୟ ଧରି ଇଡି ପକ୍ଷରୁ ପଚରାଉଚରା କରାଯାଇଛି।
ଆଜି ପ୍ରଥମେ ସାରଥିଙ୍କ ସହଯୋଗୀ ଧରଣୀ ମଲ୍ଲିକ ଏବଂ ତାଙ୍କ ପୁଅ ଓ ପରେ ଅନ୍ୟତମ ସହଯୋଗୀ ବିଜୟ ସାହୁକୁ ଇଡି ଜେରା କରିଥିଲା।
ଗତକାଲି ସାରଥି ବାବାଙ୍କ ଭାଇ ଦେବେନ୍ଦ୍ର ରାଉଳଙ୍କୁ ଇଡି ଜେରା କରିଥିଲା। ସାରଥିଙ୍କ ଅର୍ଥ କାରବାର ନେଇ ତାଙ୍କୁ ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରାଯାଇଥିଲା। ଏହାସହ ସାରଥିଙ୍କ ଅନ୍ୟତମ ସହଯୋଗୀ ଖଗେଶ୍ୱର ରାଉତ ଓରଫ ଖଗାକୁ ମଧ୍ୟ ଇଡି କାର୍ଯ୍ୟାଳୟ ପକ୍ଷରୁ ଡକାଯାଇ ପଚରାଉଚରା କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।