କଟକ: ବିବାଦୀୟ ସାରଥି ବାବାଙ୍କ ଜାମିନ ଆବେଦନ ଆଜି ଖାରଜ ହୋଇଯାଇଛି । କଟକ ସ୍ୱତନ୍ତ୍ର ଅଦାଲତ ସାରଥିଙ୍କ ଜାମିନ ଆବେଦନର ବିଚାର କରି ଏହାକୁ ଖାରଜ କରିଦେଇଛନ୍ତି । ଅଗଷ୍ଟ ୧୫ରେ କଟକ ସଦର ଏସଡିଜେଏମ କୋର୍ଟ ସାରଥିଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ପରେ ସେ ଏହି ନିର୍ଦ୍ଦେଶ ବିରୋଧରେ କଟକ ଦୌରା ଜଜଙ୍କ ଅଦାଲତରେ ନିୟମିତ ଜାମିନ ପାଇଁ ଆବେଦନ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।