କିଏ ସତ କହୁଛନ୍ତି, କିଏ ମଛି କହୁଛନ୍ତି, ତାହା ତ ତଦନ୍ତ ପରେ ଜଣାପଡ଼ିବ। କିନ୍ତୁ ସ୍କୁଲର ପ୍ରଧାନ ଶିକ୍ଷକଙ୍କ କହିବା ଅନୁସାରେ, ପିଲାଙ୍କ ମଧ୍ୟାହ୍ନ ଚାଉଳ ବିକ୍ରି କରି ସ୍କୁଲରେ କାର୍ଯ୍ୟରତ ପ୍ରାଇଭେଟ ଟିଚରଙ୍କୁ ଦରମା ଦିଆଯାଉଛି। ଯାହାକୁ ନେଇ ସ୍କୁଲ ପରିସର ଭିତରେ ସରପଞ୍ଚ ଓ ପ୍ରଧାନ ଶିକ୍ଷକଙ୍କ ଭିତରେ ଆରମ୍ଭ ହୋଇଥିଲେ ପାଟିତୁଣ୍ଡ। ପ୍ରଧାନ ଶିକ୍ଷକ ଭୋ ଭୋ ହୋଇ କାନ୍ଦିଲେ ଆଉ କହିଲେ, ମୋତେ ଗୋଇଠା ବିଧା ମାରିଲେ ସରପଞ୍ଚ ଓ ତାଙ୍କ ସମର୍ଥକ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।