/odisha-reporter/media/post_attachments/uploadimage/library/16_9/16_9_0/IMAGE_1728557501.jpg)
SCB Data Entry Operator
ଭିଜିଲାନ୍ସ ଜାଲରେ SCB ମେଡିକାଲର ଡାଟାଏଣ୍ଟ୍ରି ଅପରେଟର୍। ଅସ୍ଥାୟୀ ଠିକା ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁଙ୍କୁ ଧରିଛି ଭିଜିଲାନ୍ସ । ଗରିବ ବାପାର ଚିକିତ୍ସା ପାଇଁ ପୁଅ ଠାରୁ ୨ ହଜାର ଲାଞ୍ଚ ନେଇ ଧରାପଡ଼ିଛନ୍ତି ସ୍ମୃତିରଂଜନ। ହେପାଟାଇଟିସ୍ ପୀଡ଼ିତ ବାପା ପାଇଁ ଔଷଧ ଦେବାକୁ ପୁଅଠାରୁ ଲାଞ୍ଚ ନେଉଥିଲେ ସ୍ମୃତିରଂଜନ ।
Advertisment
ସେ ଔଷଧ ମାଗଣାରେ ମିଳୁଥିଲେ ବି ଗରିବ ବ୍ୟକ୍ତିଙ୍କଠାରୁ ୨ ହଜାର ମାଗିଥିଲେ । ଏନେଇ ଅଭିଯୋଗ ପରେ ସ୍ମୃତି ରଞ୍ଜନ ସାହୁଙ୍କୁ ଧରିଛି ଭିଜିଲାନ୍ସ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
