Advertisment

ଭିଜିଲାନ୍ସ ଜାଲରେ SCB ମେଡିକାଲ ଡାଟାଏଣ୍ଟ୍ରି ଅପରେଟର

ହେପାଟାଇଟିସ୍ ପୀଡ଼ିତ ବାପା ପାଇଁ ଔଷଧ ଦେବାକୁ ପୁଅଠାରୁ ଲାଞ୍ଚ ନେଉଥିଲେ ସ୍ମୃତିରଂଜନ ।

SCB Data Entry Operator

SCB Data Entry Operator

Advertisment

ଭିଜିଲାନ୍ସ ଜାଲରେ SCB ମେଡିକାଲର ଡାଟାଏଣ୍ଟ୍ରି ଅପରେଟର୍। ଅସ୍ଥାୟୀ ଠିକା ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁଙ୍କୁ ଧରିଛି ଭିଜିଲାନ୍ସ । ଗରିବ ବାପାର ଚିକିତ୍ସା ପାଇଁ ପୁଅ ଠାରୁ ୨ ହଜାର ଲାଞ୍ଚ ନେଇ ଧରାପଡ଼ିଛନ୍ତି ସ୍ମୃତିରଂଜନ। ହେପାଟାଇଟିସ୍ ପୀଡ଼ିତ ବାପା ପାଇଁ ଔଷଧ ଦେବାକୁ ପୁଅଠାରୁ ଲାଞ୍ଚ ନେଉଥିଲେ ସ୍ମୃତିରଂଜନ ।

Advertisment

ସେ ଔଷଧ ମାଗଣାରେ ମିଳୁଥିଲେ ବି ଗରିବ ବ୍ୟକ୍ତିଙ୍କଠାରୁ ୨ ହଜାର ମାଗିଥିଲେ । ଏନେଇ ଅଭିଯୋଗ ପରେ ସ୍ମୃତି ରଞ୍ଜନ ସାହୁଙ୍କୁ ଧରିଛି ଭିଜିଲାନ୍ସ ।

Vigilance Raid Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe