କୋରାପୁଟ: ସେମିଳିଗୁଡାରେ କାର୍ଯ୍ୟରତ ସମ୍ମନ୍ୱିତ ଶିଶୁ ବିକାଶ ଅଧିକାରୀ ସ୍ନିଗ୍ଧା ମିଶ୍ରଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଥିଲା।
ଭିଜିଲାନ୍ସ ଅଧିକାରୀମାନେ ସେମିଳିଗୁଡା ସହରର ସତ୍ୟନଗରଠାରେ ଥିବା ତାଙ୍କ କୋଠା ଘରେ କାଗଜପତ୍ର ଯାଞ୍ଚ କରିଛନ୍ତି। ସେହିପରି ଆଉ ଏକ ଟିମ୍ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟରେ କାଗଜପତ୍ର ଯାଞ୍ଚ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।