କଟକ: ସେକ୍ସ ରାକେଟ୍ରେ ସଂପୃକ୍ତି ଅଭିଯୋଗରେ ୫ ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ସମେତ ୭ ଜଣଙ୍କୁ ପୋଲିସ୍ ଗିରଫ କରିଛି। ଗିରଫ ମହିଳା ଦୁଇ ଜଣ କୋଲକତାର ବୋଲି ଜଣାପଡ଼ିଛି। ବୁଧବାର ମହିଳା ଥାନା ପୋଲିସ ଖବର ପାଇ ସିଡିଏ ସେକ୍ଟର ୧୦ ଅଞ୍ଚଳର ୱାନ୍ ଡି-୭୮ ଘର ଉପରେ ଚଢ଼ାଉ କରିଥିଲା। ପୋଲିସ୍ ଘଟଣାସ୍ଥଳରୁ ୪ଟି ମୋବାଇଲ୍ ଜତବ କରିଛି
ସଂପୃକ୍ତ ଘରର ମାଲିକାଣୀ ପଶ୍ଚିମବଙ୍ଗରୁ ଯୁବତୀଙ୍କୁ ଆଣି ଏଠାରେ ଅନୈତିକ କାର୍ଯ୍ୟରେ ସାମିଲ୍ କରୁଥିବା ପୋଲିସ୍ ପ୍ରାଥମିକ ତଦନ୍ତରୁ ଜାଣିପାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।