Advertisment

କଲେଜ କ୍ୟାମ୍ପସରେ ସେକ୍ସ ରାକେଟ୍ !

ଏଭଳି ସାଂଘାତିକ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱୟଂଶାସିତ ସାଇନ୍ସ କଲେଜରୁ ।

author-image
Manoj Swain

କଲେଜ କ୍ୟାମ୍ପସରେ ସେକ୍ସ ରାକେଟ୍ ! ଏଭଳି ସାଂଘାତିକ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱୟଂଶାସିତ ସାଇନ୍ସ କଲେଜରୁ। ଅଭିଯୋଗ ପହଞ୍ଚିଲା ଉଚ୍ଚଶିକ୍ଷା ବିଭାଗ ପାଖରେ। ରାତି ସମୟରେ କଲେଜରେ ସେକ୍ସ ରାକେଟ୍‌ ଚାଲୁଥିବା ଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେହିଭଳି କଲେଜରେ ଅନେକ ଆର୍ଥିକ ଅନିୟମିତତା ହୋଇଥିବା ନେଇ ମଧ୍ୟ ଅଭିଯୋଗ ଆସିଛି ।

Advertisment
Odisha Ganjam