Advertisment

କଲେଜ କ୍ୟାମ୍ପସରେ ସେକ୍ସ ରାକେଟ୍ !

ଏଭଳି ସାଂଘାତିକ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱୟଂଶାସିତ ସାଇନ୍ସ କଲେଜରୁ ।

Advertisment

କଲେଜ କ୍ୟାମ୍ପସରେ ସେକ୍ସ ରାକେଟ୍ ! ଏଭଳି ସାଂଘାତିକ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସ୍ୱୟଂଶାସିତ ସାଇନ୍ସ କଲେଜରୁ। ଅଭିଯୋଗ ପହଞ୍ଚିଲା ଉଚ୍ଚଶିକ୍ଷା ବିଭାଗ ପାଖରେ। ରାତି ସମୟରେ କଲେଜରେ ସେକ୍ସ ରାକେଟ୍‌ ଚାଲୁଥିବା ଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେହିଭଳି କଲେଜରେ ଅନେକ ଆର୍ଥିକ ଅନିୟମିତତା ହୋଇଥିବା ନେଇ ମଧ୍ୟ ଅଭିଯୋଗ ଆସିଛି ।

Advertisment
Ganjam Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe