ଶ୍ରୀଭୂମିର ସମ୍ପତ୍ତି ବାଜ୍ୟାପ୍ତି

କଟକ: ଶ୍ରୀଭୂମି କନ୍‌ଷ୍ଟ୍ରକ୍‌ସନ୍‌ ପ୍ରାଇଭେଟ ଲିମିଟେଡ୍‌ ନାମକ ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସଂସ୍ଥାର ୪୬.୬ ଏକର ଜମି ଓ ୩ ଲକ୍ଷ ୬୪ ହଜାର ଟଙ୍କାର ବ୍ୟାଙ୍କ ଜମା ବାଜ୍ୟାପ୍ତି ପାଇଁ କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। କମ୍ ଦାମରେ ପ୍ଲଟ୍‌ ଯୋଗାଇବା ନାଁରେ ସଂସ୍ଥା ୫ କୋଟିରୁ ଅଧିକ ଟଙ୍କା ଠକି ନେଇଥିଲା। ଏନେଇ ଅଭିଯୋଗ ହେବା ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଘଟଣାର ତଦନ୍ତ ଆରମ୍ଭ […]

chitfund

chitfund

Rakesh Mallick
  • Published: Wednesday, 08 March 2017
  • Updated: 08 March 2017, 11:01 PM IST

Sports

Latest News

କଟକ: ଶ୍ରୀଭୂମି କନ୍‌ଷ୍ଟ୍ରକ୍‌ସନ୍‌ ପ୍ରାଇଭେଟ ଲିମିଟେଡ୍‌ ନାମକ ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସଂସ୍ଥାର ୪୬.୬ ଏକର ଜମି ଓ ୩ ଲକ୍ଷ ୬୪ ହଜାର ଟଙ୍କାର ବ୍ୟାଙ୍କ ଜମା ବାଜ୍ୟାପ୍ତି ପାଇଁ କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।

କମ୍ ଦାମରେ ପ୍ଲଟ୍‌ ଯୋଗାଇବା ନାଁରେ ସଂସ୍ଥା ୫ କୋଟିରୁ ଅଧିକ ଟଙ୍କା ଠକି ନେଇଥିଲା। ଏନେଇ ଅଭିଯୋଗ ହେବା ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଘଟଣାର ତଦନ୍ତ ଆରମ୍ଭ କରି ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ଅଞ୍ଚଳର ସଂସ୍ଥା ନାଁରେ ଥିବା ୪୬.୬ ଏକର ଜମି ଠାବ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos