ଭୁବନେଶ୍ୱର: ଡୁମୁଡୁମା ସ୍ଥିତ ଗ୍ରାମବ୍ୟାଙ୍କରୁ ୫କୋଟି ଟଙ୍କା ଋଣ ଆଣି ଫେରାଇ ନ ଥିବାରୁ ଶିବାନୀ ବିଲ୍ଡରଙ୍କ ଘର ବ୍ୟାଙ୍କ ସିଲ କରିଛି। ରତିକାନ୍ତଙ୍କ ଭୀମଟାଙ୍କିସ୍ଥିତ ଘର ଏବଂ ଚିନ୍ତାମଣିଶ୍ୱର ସ୍ଥିତ ଘରକୁ ବନ୍ଧକ ରଖି ସେ ଏହି ଋଣ ଆଣିଥିଲେ। ତେବେ ସେ ଏପର୍ଯ୍ୟନ୍ତ ଋଣ ସୁଝି ନାହାନ୍ତି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ୍ ସହାୟତାରେ ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କ ଘରକୁ ସିଲ୍ କରିଛନ୍ତି। ପୂର୍ବରୁ ନକଲି ସୁନା ଦେଇ ରତିକାନ୍ତ ସେହି ଗ୍ରାମବ୍ୟାଙ୍କରୁ ୧୨ କୋଟି ଟଙ୍କା ଋଣ ନେଇଥିଲେ। ଏହି ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।