ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍ ଲିଙ୍କ। ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’ ଆଜି ଗଣମାଧ୍ୟମ ସମ୍ମୁଖରେ ଏପରି ସାଂଘାତିକ ଖୁଲାସା କରିଛନ୍ତି ଭୁବନେଶ୍ୱର ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଧାୟକ ଥିଲେ, ସର୍କିଟ୍ ହାଉସ୍ରେ ଜଳିଗଲା ଦୁଇ ଗାଡ଼ି
ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ। କାର୍ଯ୍ୟକ୍ରମ ପରେ ସେ ଫୁଲବାଣୀ ସର୍କିଟ୍ ହାଉସ୍ରେ ରାତ୍ରୀ ଯାପନ କରିଥିଲେ। ସର୍କିଟ୍ ହାଉସ୍ କ୍ୟାମ୍ପସରେ ନିଜର ଇନୋଭା ଗାଡ଼ି ରଖି ବିଶ୍ରାମ ନେଇଥିଲେ।
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।