Advertisment

ଭୁବନେଶ୍ବରରୁ ସିମ୍ ବକ୍ସ ଜବତ ମାମଲା; ବାଂଲାଦେଶରୁ ହେଉଥିଲା ଅପରେଟ୍

'ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍‌ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’

author-image
Manoj Swain

ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍‌ ଲିଙ୍କ। ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍‌ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’ ଆଜି ଗଣମାଧ୍ୟମ ସମ୍ମୁଖରେ ଏପରି ସାଂଘାତିକ ଖୁଲାସା କରିଛନ୍ତି ଭୁବନେଶ୍ୱର ପୁଲିସ୍‌ କମିଶନର ସଞ୍ଜୀବ ପଣ୍ଡା।

Advertisment
Odisha Bhubaneswar