ଭୁବନେଶ୍ୱରରେ ସିମ୍ ବକ୍ସ, ବାଂଲାଦେଶରୁ ଚାଲୁଥିଲା | Odisha Reporter
Advertisment
ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍ ଲିଙ୍କ। ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶକୁ କଲ୍ କରାଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’ ଆଜି ଗଣମାଧ୍ୟମ ସମ୍ମୁଖରେ ଏପରି ସାଂଘାତିକ ଖୁଲାସା କରିଛନ୍ତି ଭୁବନେଶ୍ୱର ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us