ଆଳି: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ସିଙ୍ଗିରି ପଞ୍ଚାୟତ ସରପଞ୍ଚ ଚିତ୍ରସେନ ଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କ୍ଷୀରୋଦ ଦାସକୁ କ୍ରାଇମବ୍ରାଞ୍ଚ ଆଜି ଆଳି ଜେଏମ୍ଏଫ୍ସି କୋର୍ଟରେ ହାଜର କରିଥିଲା। ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ତାଙ୍କୁ ୧୩ ଦିନ ପାଇଁ ରିମାଣ୍ଡରେ ନେବାକୁ କ୍ରାଇମ୍ବ୍ରାଞ୍ଚ ଆବେଦନ କରିଛି। ତାଙ୍କୁ ଗତକାଲି କୋଲକାତାରେ ଗିରଫ କରାଯାଇଥିଲା।
ଗତ ବର୍ଷ ଜୁନ୍ ୮ ତାରିଖରେ ଚିତ୍ରସେନଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ସେଦିନ ସକାଳ ପ୍ରାୟ ୬ଟା ବେଳେ ଚିତ୍ରସେନ ବାଇକରେ ଆଳି ଅଭିମୁଖେ ଆସୁଥିବା ସମୟରେ ଚଣ୍ଡିଆଗଣ୍ଡି ନିକଟରେ ଅଭିଯୁକ୍ତମାନେ ତାଙ୍କୁ ପିଛା କରିଥିଲେ। ଚିତ୍ରସେନ ଗାଡ଼ି ରଖି ଦୌଡି ପଳାଇ ଯାଉଥିବା ସମୟରେ ସେମାନେ ତାଙ୍କୁ ଧରି ନିସ୍ତୁକ ମାଡ ମାରିଥିଲେ। ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା।
ଏ ଘଟଣାରେ ଚିତ୍ରସେନଙ୍କ ପରିବାର ଲୋକେ ୭ ଜଣଙ୍କ ନାଁରେ ଏତଲା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।