Advertisment

ଜଣେ ନାବାଳକଙ୍କ ସମେତ ୬ ଜଣଙ୍କୁ ବାନ୍ଧିଲା ପୁଲିସ

୪ ତାରିଖରେ ବାଦାମବାଡ଼ି ଥାନାରେ ମାମଲା ରୁଜୁ ହୋଇଥିଲା। ୫ ତାରିଖରେ ୩ ଓ ୬ ତାରିଖରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଥିଲା।

ଅଦ୍ୟତନ ହୋଇଛି
Advertisment

କଟକରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଡିସିପି ପ୍ରେସମିଟ୍ କରି କହିଛନ୍ତି ଯେ, ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ୪ ତାରିଖରେ ବାଦାମବାଡ଼ି ଥାନାରେ ମାମଲା ରୁଜୁ ହୋଇଥିଲା। ୫ ତାରିଖରେ ୩ ଓ ୬ ତାରିଖରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ୬ ଜଣଙ୍କ ମୋବାଇଲ ସିଜ୍ ହୋଇଛି। ସମସ୍ତ ଭିଡିଓ ଯାଞ୍ଚ କରାଯିବ। ଅଭିଯୁକ୍ତଙ୍କ ବିରୋଧରେ SC/ST ଆକ୍ଟ ଓ IT ଆକ୍ଟ ଲାଗିଛି ବୋଲି କହିଛନ୍ତି କଟକ ଡିସିପି ଜଗମୋହନ ମୀନା। 

Advertisment
Gang Rape
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe