ବଡ ବଡ ଜାହଜରେ ଆସୁଛି, ମାଛଧରା ଡଙ୍ଗାରେ ପଠାଯାଉଛି। କେତେବେଳେ କୋକେନ ତ କେତେବେଳେ ବ୍ରାଉନ୍ ସୁଗାର ସହ ବିଦେଶୀ ମଦ ଓ ସିଗାରେଟ। ଟିକେ ଭଲ କରି ଦେଖନ୍ତୁ ଏ ଦୃଶ୍ୟକୁ। ମାଛ ଧରା ପାଇଁ ପଞ୍ଜିକୃତ ଡଙ୍ଗାରେ ଚାଲିଥିଲା ବିଦେଶୀ ସିଗାରେଟ ଓ ମଦ ଚୋରା ଚାଲାଣ। କର୍ତ୍ତୃପକ୍ଷଙ୍କୁ ହାତବାରିସି କରି ବେପାର ଚଳାଉଥିଲା। ହେଲେ ମହାନଦୀ ମୁହାଣରେ ଡଙ୍ଗା ଦୁର୍ଘଟଣା ହେବାପରେ ଜଣାପଡିଲା ସତ । ଦେଖନ୍ତୁ ପୂରା ରପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା