ଭୁବନେଶ୍ୱର: ସ୍ୱାସ୍ଥଗତ କାରଣରୁ ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ମାମଲାରେ ସୋଆ ଚାରିଟେବୁଲ ଟ୍ରଷ୍ଟର ଟ୍ରଷ୍ଟି ମନୋଜ ନାଏକଙ୍କ ପତ୍ନୀ ଶାଶ୍ୱତୀ ଦାସ ଓ ଭଉଣୀ ଆରତୀ ନାୟକ ଆଜି କମିଶନରେଟ୍ ପୋଲିସ୍ ନିକଟରେ ହାଜର ହୋଇନାହାନ୍ତି। ଆସନ୍ତାକାଲି ସେମାନେ ହାଜର ହେବେ ବୋଲି ଜଣାପଡ଼ିଛି।
୭ ଦିନ ମଧ୍ୟରେ ହାଜର ହେବାକୁ ସେମାନଙ୍କୁ ପୋଲିସ୍ ନୋଟିସ୍ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।