ନୃଶଂସ ପୁଅ। ଜମିବାଡ଼ି ପାଇଁ ନିଜ ବାପା ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା। ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଦୋର୍ଲୋ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗୋପୀନାଥ ଭରାସାଗର। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମୋହନ ଭରାସାଗର ଫେରାର ହୋଇଯାଇଛି।
ଜମିବାଡ଼ି ବିବାଦକୁ ନେଇ ଗୋପୀନାଥ ଓ ତାଙ୍କ ପୁଅ ମଧ୍ୟରେ ବଚସା ହୋଇଥିଲା। ପରେ ମୋହନ ଉତ୍କ୍ଷିପ୍ତ ହୋଇ ଘରେ ଥିବା ପେଟ୍ରୋଲ ଆଣି ବାପାଙ୍କ ଉପରେ ଢାଳି ଦେଇଥିଲା। ପରେ ନିଆଁ ଲଗାଇ ଦେଇଥିଲା।
ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଗ୍ରାମବାସୀ ଘଟଣାସଂପର୍କରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।