ସୋନ୍ପୁର: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲ କିରାଣି କପିଳେନ୍ଦ୍ର ତ୍ରିପାଠୀ। ଏକ ମ୍ୟୁଟେସନ୍ କେସ୍ ପାଇଁ ଲଳିତ ପଣ୍ଡାଙ୍କଠାରୁ କପିଳେନ୍ଦ୍ର ୧୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ଲଳିତ ଭିଜିଲାନ୍ସରେ ଅଭିଯୋଗ କରିଥିଲେ।
ପୂର୍ବ ଯୋଜନା ମୁତାବକ ଲଳିତ ଆଜି ଟଙ୍କା ନେଇ କପିଳେନ୍ଦ୍ରଙ୍କୁ ଦେଇଥିଲେ। ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିବା ସହ ରସାୟନ ବୋଳା ଟଙ୍କା ଜବତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।