Advertisment

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ସବ୍‌-ଇନ୍ସପେକ୍ଟର

ଜବତ ଗାଡ଼ିକୁ ଛାଡ଼ିବା ପାଇଁ କୋର୍ଟ ଅନୁମତି ଦେଇଥିବା ସତ୍ତ୍ୱେ ସେ ଲାଞ୍ଚ ମାଗିଥିଲେ।

author-image
Jitendra Garnayak
Subinspector

Subinspector

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନା ସବ୍‌-ଇନ୍ସପେକ୍ଟର ବିକ୍ରମ କିଶୋର ଦେହୁରୀ। ୧୫ ହଜାର ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି।

Advertisment

ଏକ ଜବତ ବାଇକ୍‌କୁ ଛାଡ଼ିବାକୁ ସେ ଫୋନ୍ ପେ’ରେ ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ଜବତ ଗାଡ଼ିକୁ ଛାଡ଼ିବା ପାଇଁ କୋର୍ଟ ଅନୁମତି ଦେଇଥିବା ସତ୍ତ୍ୱେ ସେ ଲାଞ୍ଚ ମାଗିଥିଲେ। ଏହି ଗାଡ଼ି ପାଇଁ ସେ ପୂର୍ବରୁ ମଧ୍ୟ ୨୦ ହଜାର ନେଇଥିବା ସୂଚନା ମିଳିଛି।

Vigilance Raid Bribe Odisha Vigilance Vigilance Net Vigilance