ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନା ସବ୍-ଇନ୍ସପେକ୍ଟର ବିକ୍ରମ କିଶୋର ଦେହୁରୀ। ୧୫ ହଜାର ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି।
ଏକ ଜବତ ବାଇକ୍କୁ ଛାଡ଼ିବାକୁ ସେ ଫୋନ୍ ପେ’ରେ ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ଜବତ ଗାଡ଼ିକୁ ଛାଡ଼ିବା ପାଇଁ କୋର୍ଟ ଅନୁମତି ଦେଇଥିବା ସତ୍ତ୍ୱେ ସେ ଲାଞ୍ଚ ମାଗିଥିଲେ। ଏହି ଗାଡ଼ି ପାଇଁ ସେ ପୂର୍ବରୁ ମଧ୍ୟ ୨୦ ହଜାର ନେଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ST-SC ବିଭାଗ ହାଇସ୍କୁଲ କାମରେ ହେଉଥିଲା କି କେଳେଙ୍କାରୀ? ବଢ଼ୁଛି ବିଷ୍ଣୁପଦଙ୍କ ଅଡ଼ୁଆ
ରାଜ୍ୟ ଉଦ୍ୟୋଗକୁ ନଦେଇ କେନ୍ଦ୍ରୀୟ ଉଦ୍ୟୋଗଗୁଡିକୁ ହାଇସ୍କୁଲ କାମ ବାଣ୍ଟିଥିଲେ ବିଷ୍ଣୁପଦ। କେବଳ ବିଦ୍ୟୁତ କ୍ଷେତ୍ରରେ କାମ କରୁଥିବା ଉଦ୍ୟୋଗକୁ ବି ସ୍କୁଲ ଅପଗ୍ରେଡେସନ କାମ ଦେଇଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ।
Crime
ମୃତ ମହିଳା କିଏ? UPI ପେମେଣ୍ଟରୁ ମିଳିଲା ହତ୍ୟାକାରୀର ଠିକଣା
ଜଗନ୍ନାଥ ଦେହୁରୀଙ୍କୁ ପଚରାଉଚରା ପରେ ଜଣାପଡ଼ିଥିଲା ମୃତ ମହିଳା ପରିଚୟ। ସେ ହେଉଛନ୍ତି ତାଙ୍କ ଭାଉଜ ପଦ୍ମାବତୀ ସାମଲ। ତାଙ୍କ ବଡ଼ଭାଇ ବଳରାମ ଦେହୁରୀଙ୍କ ପତ୍ନୀ।
Crime
ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ କରିବାରୁ ଶାଳୀକୁ ତିନିଖଣ୍ଡ କରିଦେଲା ଭିଣୋଇ
ଶାଳୀକୁ ପ୍ରେମ ନିବେଦନ କରି ବିଫଳ ହେବା ପରେ ତିନି ଖଣ୍ଡ କରି କାଟି ଦେଲା ଅଭିଯୁକ୍ତ ଭିଣୋଇ ଅତିଉର ରେହମାନ ଲସ୍କର। ଅଳିଆ ଗଦାରୁ ମହିଳାଙ୍କ କଟା ମୁଣ୍ଡ ମିଳିବାର ୨୪ ଘଣ୍ଟା ମଧ୍ୟରେ ହତ୍ୟାକାରୀକୁ ବାନ୍ଧିଛି ପୁଲିସ।
Crime
ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ
ମୃତ ବଳରାମ ଖରାଙ୍କ ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡ଼ି ଗାଁରେ। କିନ୍ତୁ ସେ ରାୟଗଡ଼ା ଜିଲ୍ଲା ଦୋରାଗୁଡ଼ା ଆର୍ଆଇ କଲୋନୀରେ ଘର ଭଡ଼ା ନେଇ ପରିବାର ଲୋକଙ୍କ ସହ ରହୁଥିଲେ।
Crime
ଆତ୍ମହତ୍ୟା ନା ହତ୍ୟା; ବାପ ଘର ଆଣିଲେ ଯୌତୁନ ନିର୍ଯାତନା ଅଭିଯୋଗ
୬ ବର୍ଷ ତଳେ ମାହାଙ୍ଗା ଅଞ୍ଚଳର ସୁଭଦ୍ରା ସାହୁଙ୍କ ବିବାହ ଚାଉଳିଆଗଞ୍ଜ ଅଞ୍ଚଳରେ ବିବାହ ହୋଇଥିଲେ। ବାହାଘର ପରେ ପରିବାର ଠିକ୍ଠାକ ଚାଲିଥିଲା। ଉଭୟଙ୍କ ଔରଷରୁ ଦୁଇଟି ପିଲା ଅଛନ୍ତି।