୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ। ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ବେଲଗାଁର ଏଆରଆଇ ରେଶମା ମାଝୀଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଶିଶକେଲା ଗାଁର ବାସୁଦେବ ନନ୍ଦ ନିଜ ଜମିରେ କାଗଜପତ୍ର କାମ କରିବା ପାଇଁ ଏଆରଆଇଙ୍କ ନିକଟରେ ଦରଖାସ୍ତ କରିଥିଲେ। ସେହି ବାବଦକୁ ରେଶମା ମାଝୀ ୧୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ବାସୁଦେବ ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଥିଲେ।
ମଧ୍ୟସ୍ଥି ମଣ୍ଟୁ ନନ୍ଦଙ୍କ ଜରିଆରେ ଅଫିସ ଭିତରେ ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ଏଆରଆଇ ରେଶମା ମାଝୀ। ଜବତ ବେଳେ ନଗଦ ୧୦ ଟଙ୍କା ସହ ଏଆରଆଇ ରେଶମା ମାଝୀ ଓ ମଧ୍ୟସ୍ଥି ମଣ୍ଟୁ ନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ। ଚଢ଼ାଉରେ ବଲାଙ୍ଗିର, ସୋନପୁର, ବରଗଡ଼ ଓ ସମ୍ବଲପୁର ଭିଜିଲାନ୍ସ ଟିମ ସାମିଲ ଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।