ଆଇସିୟୁରେ ଭର୍ତ୍ତି ହୋଇଛିନ୍ତି ଗ୍ୟାଙ୍ଗଷ୍ଟର୍ ସୁଶାନ୍ତ ଧଳସାମନ୍ତ। କଟକ SCB କାର୍ଡିଓଲୋଜି ଆଇସିୟୁରେ ସୁଶାନ୍ତ ଧଳସାମନ୍ତ ଭର୍ତ୍ତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜୋନ-୨ ଏସିପି।
ସୁଶାନ୍ତ ଧଳସାମନ୍ତ SCBରେ ଭର୍ତ୍ତି ହେବା ପରେ ସୁରକ୍ଷା ବ୍ୟବସ୍ଥା ନେଇ ଜୋନ-୨ ଏସିପି କହିଛନ୍ତି, ସୁଶାନ୍ତ ଧଳସାମନ୍ତ ପାଇଁ SCBରେ ୨୪ ଘଣ୍ଟିଆ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କୋର୍ଟଙ୍କ ବିନା ଅନୁମତିରେ ସୁଶାନ୍ତଙ୍କୁ କେହି ଭେଟିପାରିବେ ନାହିଁ। ବାହାର ଖାଦ୍ୟ ଦିଆଯିବ ନାହିଁ। କେବଳ ମେଡିକାଲ ଖାଦ୍ୟ ଖାଇବେ ସୁଶାନ୍ତ ଧଳସାମନ୍ତ । ACP ଏବଂ IIC ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବେ।
Also Read
ସୂଚନାଯୋଗ୍ୟ, ଗତକାଲି ବୁର୍ଲା ଭୀମସାରରୁ କଟକ ଏସସିବି ସ୍ଥାନାନ୍ତର ହୋଇଥିଲେ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ। ଗତ ୧୭ ତାରିଖରେ ବଲାଙ୍ଗିର ଜେଲରୁ ସୁଶାନ୍ତ ଧଳସାମନ୍ତଙ୍କୁ ଅଣାଯାଇଥିଲା ଭୀମସାର। ଭୀମସାରରୁ ଲାଇଫ ସପୋର୍ଟ ସିଷ୍ଟମ ଆମ୍ବୁଲାନ୍ସ ଯୋଗେ କଟକ ଅଣାଯାଇଥିଲା।ସୁଶାନ୍ତ ଧଳସାମନ୍ତଙ୍କୁ ହାର୍ଟଆଟାକ ସହ ଉଚ୍ଚ ରକ୍ତଚାପର ସମସ୍ୟା ରହିଛି l
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।
Crime
ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର
ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।
National
ଫର୍ମୁଲା ଇ ରେସ୍ ଦୁର୍ନୀତି: କେଟିଆରଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
୩୦ ତାରିଖ ଯାଏଁ କେଟିଆରଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ। ଦୁର୍ନୀତି ମାମଲାରେ ତଦନ୍ତ ଜାରି ରଖିବା ପାଇଁ ଅନୁମତି ଦେଇଛନ୍ତି କୋର୍ଟ।
Crime
ନିଷ୍ଠୁର ସାବତ ମାଆ; ୬ ବର୍ଷର ଝିଅକୁ ତଣ୍ଟିଚିପି ମାରିଦେଲା
ଉତ୍ତରପ୍ରଦେଶର ଅଭିଯୁକ୍ତ ମହିଳାକୁ ଗିରଫ କରିଛି କେରଳ ପୁଲିସ। ଝିଅର ତଣ୍ଟିଚିପି ହତ୍ୟା କରିଥିବା ସ୍ୱୀକାର କରିଛି ସାବତ ମାଆ।