ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ RWSS ବିଭାଗ କନିଷ୍ଠ ଯନ୍ତ୍ରୀ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ଶନିବାର ରାତିରେ ଖାଇବା ସାରି ତାଙ୍କ ସରକାରୀ କ୍ୱାର୍ଟରକୁ ଶୋଇବାକୁ ଯାଇଥିଲେ।
Also Read
ହେଲେ ଆଜି ସକାଳୁ ଘର ଭିତରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ବାକୁ ମିଳିଥିଲା। ବ୍ଲକ ଅଫିସ କର୍ମଚାରୀ ପ୍ରଥମେ ମୃତଦେହ ଦେଖି ଥିଲେ। ପରେ ବାଲିଆପାଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବଦ କରିବା ସହିତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଯନ୍ତ୍ରୀଙ୍କର କିଭଳି ମୃତ୍ୟୁ ହେଲେ ଏନେଇ ପୁଲିସ ଘଟଣାର ତଦନ୍ତ କରୁଛି।
ରିପୋର୍ଟ – ଜଳେଶ୍ୱରରୁ ଅଜିତ କୁମାର ଦାସ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।