Advertisment

କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ଲକ RWSS ବିଭାଗ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଥବା ସୁଚନା ମିଳିଛି।

ଅଦ୍ୟତନ ହୋଇଛି
Balesore

Balesore

Advertisment

ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ RWSS ବିଭାଗ କନିଷ୍ଠ ଯନ୍ତ୍ରୀ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ଶନିବାର ରାତିରେ ଖାଇବା ସାରି ତାଙ୍କ ସରକାରୀ କ୍ୱାର୍ଟରକୁ ଶୋଇବାକୁ ଯାଇଥିଲେ।

Advertisment

ହେଲେ ଆଜି ସକାଳୁ ଘର ଭିତରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ବାକୁ ମିଳିଥିଲା। ବ୍ଲକ ଅଫିସ କର୍ମଚାରୀ ପ୍ରଥମେ ମୃତଦେହ ଦେଖି ଥିଲେ। ପରେ ବାଲିଆପାଳ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବଦ କରିବା ସହିତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଯନ୍ତ୍ରୀଙ୍କର କିଭଳି ମୃତ୍ୟୁ ହେଲେ ଏନେଇ ପୁଲିସ ଘଟଣାର ତଦନ୍ତ କରୁଛି।

ରିପୋର୍ଟ – ଜଳେଶ୍ୱରରୁ ଅଜିତ କୁମାର ଦାସ

Balasore Crime
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe