ବାଲେଶ୍ୱର ସଦର ଥାନା ସାରଗାଁରେ ଟାଟା ପାୱାରରେ ସେକ୍ସନ କମର୍ସିଆଲ ଅଫିସର ଭାବେ କାର୍ଯ୍ୟ କରୁଥିବା ଅରୁଣ କୁମାର ଜେନାଙ୍କୁ ପୁଲିସ ଗିରଫ କରିଛି। ସେ ଡୁପ୍ଲିକେଟ୍ ବିଲ୍ ଦେଇ ଗ୍ରାହକଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଆଦାୟ କରି ହଡ଼ପ କରିଥିବା ଅଭିଯୋଗ ହୋଇଛି।
Also Read
ଅଭିଯୋଗ ଅନୁଯାୟୀ, ଅରୁଣ କୁମାର ଜେନା ୨୫ରୁ ଅଧିକ ଗ୍ରାହକଙ୍କୁ ବକେୟା ବିଲ୍ ବାବଦରେ ଡୁପ୍ଲିକେଟ୍ ବିଲ୍ ଦେଇ ପ୍ରାୟ ୧୫ ଲକ୍ଷ ଟଙ୍କା ସଂଗ୍ରହ କରିଥିଲେ। ଏହି ଟଙ୍କାକୁ ସେ ନିଜେ ହଡ଼ପ କରିଥିଲେ। ଏ ସଂପର୍କରେ ଜଣାପଡ଼ିବା ପରେ ଟାଟା ପାୱାରର ବାଲେଶ୍ୱର ସେକ୍ସନ୍ର ଅଧୀକ୍ଷଣ ଯନ୍ତ୍ରୀ ବାଲେଶ୍ୱର ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ।
ପୁଲିସ ଆଜି ଅଜୟ କୁମାର ଜେନାଙ୍କୁ ଆଇଟିଆଇ ଅଞ୍ଚଳରେ ଥିବା ତାଙ୍କ ଘରୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।