Advertisment

ମୁକୁନ୍ଦପ୍ରସାଦରେ ଉତ୍ତେଜନା, ୧୬୩ BNSS ଲାଗୁ

ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

Advertisment

ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି।ସ୍ଥିତିକୁ ଦେଖି ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ ସେଠାକୁ ଯାଇଥିବା ବେଳେ  ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା୧୬୩ ଲାଗୁ କରାଯାଇଛି। 

Advertisment
Murder Tension Situation
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe