Advertisment

ରେଳ ଲାଇନ୍‌ କଡ଼ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କମରଲଗା ରେଲୱେ ବ୍ରିଜ ଉପରେ ଯିବା ବେଳେ ରାସ୍ତା କଡ଼ରେ ପଡ଼ିଥିବା ଅଜଣା ବ୍ୟକ୍ତିଙ୍କ ମୃତଦେହ ଦେଖିଥିଲେ।

ଅଦ୍ୟତନ ହୋଇଛି
Railway station

Railway station

Advertisment

ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ବଡ଼ମାଳ ରେଲୱେ ଷ୍ଟେସନ ନିକଟରୁ ରେଳ ଲାଇନ କଡ଼ରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। 

Advertisment

ଆଜି ସକାଳେ କିଛି ଲୋକ କମରଲଗା ରେଲୱେ ବ୍ରିଜ ଉପରେ ଯିବା ବେଳେ ମୃତଦେହଟିକୁ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଜିଆରପି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ି ବୋଲି ପୁଲିସ କହିଛି। ମୃତ ବ୍ୟକ୍ତିଙ୍କର ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହୋଇଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। 

Murder Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe