ଓଡ଼ିଶାରେ ଅଛନ୍ତି ମାତ୍ର ୬୦ରୁ ୭୦ ନକ୍ସଲ। ସେଥିରୁ ଓଡ଼ିଶା କ୍ୟାଡର ନକ୍ସଲଙ୍କ ସଂଖ୍ୟା ୬ କିମ୍ବା ୭। ଓଡିଶାରେ ଯେଉଁ ସବୁ ନକ୍ସଲ ସକ୍ରିୟ ଅଛନ୍ତି, ସେମାନେ ମୁଖ୍ୟତଃ ଛତିଶଗଡ଼ ଓ ଆନ୍ଧ୍ର କ୍ୟାଡର୍ର। ବିଏସଏଫ୍ ଆଇଜି ଚାରୁଧ୍ୱଜ ଅଗ୍ରୱାଲ ଏହି ସୂଚନା ଦେଇଛନ୍ତି।
Also Read
ବିଏସଏଫରେ ବାର୍ଷିକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଆଇଜି ଶ୍ରୀ ଅଗ୍ରୱାଲ କହିଛନ୍ତି, ଦେଶରେ ୩୮ଟି ନକ୍ସଲ ପ୍ରଭାବିତ ଜିଲ୍ଲା ଥିବାବେଳେ ଓଡ଼ିଶାରେ ରହିଛି ୭ଟି। ଆସନ୍ତା ୨୦୨୬ ମାର୍ଚ୍ଚ ସୁଦ୍ଧା ଓଡିଶାକୁ ନକ୍ସଲ ମୁକ୍ତ ରାଜ୍ୟ କରିବାକୁ ପ୍ରୟାସ ଚାଲିଛି।
ଅତ୍ୟାଧୁନିକ ଜ୍ଞାନ କୌଶଳ ବିଶିଷ୍ଟ ଡ୍ରୋନ ଏବଂ ସାଟେଲାଇଟ ସର୍ଭେଲାନ୍ସ ସହ ମାଓ ଗତିବିଧି ଉପରେ ନଜର ରଖାଯିବ। ଏହାବ୍ୟତୀତ ବାଂଲାଦେଶୀ
ଅନୁପ୍ରବେଶକାରୀଙ୍କ ଉପରେ ସୀମାବର୍ତ୍ତି ଅଞ୍ଚଳରେ କଡ଼ା ନଜର ରଖାଯାଇଥିବା ନେଇ ବିଏଏଫ୍ ଆଇଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନେଇଗଲେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦାମୀ ମୋବାଇଲ୍
ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ଦୀପଙ୍କର ମୋବାଇଲ୍ ଦୋକାନର ପଛ ପାର୍ଶ୍ୱ କାନ୍ଥରେ କଣା କରି ଭିତରେ ପଶିଥିଲେ। ଆଉ ଦୋକାନରେ ଥିବା ସବୁ ଦାମୀନାମୀ କମ୍ପାନୀର ମୋବାଇଲ୍ ଲୁଟି ନେଇଯାଇଥିଲେ।
Crime
ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ
ହଷ୍ଟେଲ ବନ୍ଦ ଥିବାରୁ ରାଜଧାନୀରେ ଏକୁଟିଆ ହୋଇ ଯାଇଥିବା ଯୁବତୀ ଆରପିଏଫ ଥାନାକୁ ଯାଇଥିଲେ ।
Crime
ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା, ମୃତକଙ୍କ ପରିଚୟ ମିଳିଲା
ମୃତକ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ବୋଲି ଜଣାଯାଇଛି। ସେ ପୁଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।
Crime
ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ, ୫ ମାମଲାରୁ ନିର୍ଦ୍ଦୋଷରେ ଖଲାସ
ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଗିରଫ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।