ଏନକାଉଣ୍ଟରରେ ୩ ନକ୍ସଲ ନିହତ

ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର ମୁହାଁମୁହିଁ ହୋଇଥିଲା।

Naxal

Representational image

Jitendra Garnayak
  • Published: Friday, 03 January 2025
  • Updated: 03 January 2025, 05:45 PM IST

Sports

Latest News

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି।

Also Read

ସୋରନାମାଲ୍ ଜଙ୍ଗଲରେ ମାଓବାଦୀ ଥିବା ସୂଚନା ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ଛତିଶଗଡ଼ର E-30 ଫୋର୍ସ, ୟଙ୍ଗ ପ୍ଲାଟୁନ, ସିଆରପିଏଫ ଓ ନୂଆପଡ଼ାର ଏସଓଜି ସାମିଲ ଥିଲେ।

ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର ମୁହାଁମୁହିଁ ହୋଇଥିଲା। ଅନେକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏବେ ବି ଅପରେସନ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story