Naxal
Advertisment
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି।
Advertisment
ସୋରନାମାଲ୍ ଜଙ୍ଗଲରେ ମାଓବାଦୀ ଥିବା ସୂଚନା ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ଛତିଶଗଡ଼ର E-30 ଫୋର୍ସ, ୟଙ୍ଗ ପ୍ଲାଟୁନ, ସିଆରପିଏଫ ଓ ନୂଆପଡ଼ାର ଏସଓଜି ସାମିଲ ଥିଲେ।
ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର ମୁହାଁମୁହିଁ ହୋଇଥିଲା। ଅନେକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏବେ ବି ଅପରେସନ ଜାରି ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Naxal_1733898350.jpg)