ରାୟଗଡ଼ା: ରାୟଗଡା ଜିଲ୍ଲା ଟିକିରି ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ଘଟଣାରେ ସିବିଆଇ ସୋମବାର ଶିକ୍ଷକ ନେତା ତଥା ଅଣ୍ଟାମଡ଼ା ସ୍କୁଲର ଶିକ୍ଷା ସହାୟକ ସୁନୀଲ କୁମାର ପ୍ରଧାନଙ୍କୁ ଜେରା କରିଛି। ରାୟଗଡ଼ା ସିବିଆଇ କ୍ୟାମ୍ପରେ ଆଜି ଅପରାହ୍ନରେ ସିବିଆଇ ଡିଏସସ୍ପି ଏମ୍.କେ.ପାଠକ ସୁନୀଲଙ୍କୁ ଦୀର୍ଘ ୩ ଘଣ୍ଟା ଧରି ଜେରା କରିଥିଲେ।
ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ସିବିଆଇ ୧୩ ଥର ରାୟଗଡ଼ା ଆସି ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଜେରା କରିସାରିଛି। ଇତିଶ୍ରୀ ନିଜ ସମସ୍ୟା ସଂପର୍କରେ ସୁନୀଲଙ୍କ ସହ ଆଲୋଚନା କରିଥିବାରୁ ସିବିଆଇ ତାଙ୍କୁ ଡ଼କାଇ ପଚରାଉଚରା କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।