ଜେଲରୁ ଫେରାର ମାରିଲେ ୨ କଏଦୀ ! | Odisha Reporter
Advertisment
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଉପକାରାଗାରରୁ ୨ ଜଣ କଏଦୀ ଫେରାର ହୋଇଯାଇଛନ୍ତି। ଉଭୟ ଭିନ୍ନ ଭିନ୍ନ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସଜା କାଟୁଥିଲେ। ଫେରାର ହୋଇଯାଇଥିବା ହତ୍ୟାକାରୀମାନେ ହେଉଛନ୍ତି ଶୋଭାବନ ରଣା ଓ ସୁମିତ କୁମାର ବିହାରୀ। ଶୋଭାବନ ୩ ବର୍ଷ ହେଲା ସଜା କାଟୁଥିବା ବେଳେ ସୁମିତ ୨ ବର୍ଷ ହେଲା ସଜା କାଟୁଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us