Advertisment

ମହିଳା ମାଓବାଦୀଙ୍କୁ ଦିଆଯାଉଛି ଯୌନ ନିର୍ଯାତନା !

ବୌଦ୍ଧ ପୁଲିସ ନିକଟରେ ଆତ୍ମସମର୍ପଣ କରିଥିବା ୨ ମହିଳା ମାଓବାଦୀ ବଖାଣିଛନ୍ତି ମାଓ କ୍ୟାମ୍ପରେ କେମିତି ଦିଆଯାଉଥିଲା ଯୌନ ନିର୍ଯାତନା ।

author-image
Manoj Swain

ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ବୌଦ୍ଧ ପୁଲିସ ନିକଟରେ ଆତ୍ମସମର୍ପଣ କରିଥିବା ୨ ମହିଳା ମାଓବାଦୀ ବଖାଣିଛନ୍ତି ମାଓ କ୍ୟାମ୍ପରେ କେମିତି ଦିଆଯାଉଥିଲା ଯୌନ ନିର୍ଯାତନା । ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha Maoists