ମହିଳା ମାଓବାଦୀଙ୍କୁ ଯୌନ ନିର୍ଯାତନା ! | Maoist Women Allege Abuse, Surrender at Boudh | Odisha Reporter
Advertisment
ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ବୌଦ୍ଧ ପୁଲିସ ନିକଟରେ ଆତ୍ମସମର୍ପଣ କରିଥିବା ୨ ମହିଳା ମାଓବାଦୀ ବଖାଣିଛନ୍ତି ମାଓ କ୍ୟାମ୍ପରେ କେମିତି ଦିଆଯାଉଥିଲା ଯୌନ ନିର୍ଯାତନା । ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us