ଗୁଣିଆ ସନ୍ଦେହରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ମାମଲାରେ ୩ ଗିରଫ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ଆମ୍ୱଡିହି ଗାଁରେ ଗୁଣିଆ ସନ୍ଦେହ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ମାମଲାରେ ପୋଲିସ୍‌ ଆଜି ୩ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ବୃଦ୍ଧ ଦମ୍ପତି ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଥିଲେ। ଗୁଣିଆ ସନ୍ଦେହରେ ସେମାନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ।

hotya

Rakesh Mallick
  • Published: Monday, 26 September 2016
  • , Updated: 26 September 2016, 03:09 PM IST

ଉଦଳା: ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ଆମ୍ୱଡିହି ଗାଁରେ ଗୁଣିଆ ସନ୍ଦେହ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ମାମଲାରେ ପୋଲିସ୍‌ ଆଜି ୩ ଜଣଙ୍କୁ ଗିରଫ କରିଛି।

ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ବୃଦ୍ଧ ଦମ୍ପତି ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଥିଲେ। ଗୁଣିଆ ସନ୍ଦେହରେ ସେମାନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ।

Related story