ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ମାଟି ତଳେ ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ତଳଗୁମାଣ୍ଡି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀଙ୍ଗୁରୁ ତାଡିଙ୍ଗ।
ଗତକାଲି ବିଳମ୍ବିତ ରାତିରେ ସୀଙ୍ଗୁରୁଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି।
Also Read
ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ତେବେ କିଏ ଓ କାହିଁକି ପୂର୍ବତନ ସରପଞ୍ଚ ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି। ହତ୍ୟା ସଂପର୍କରେ ପୁଲିସର କୌଣସି ପ୍ରତିକ୍ରିୟା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।