ବ୍ରହ୍ମପୁର: ବ୍ରହ୍ମପୁର ମ୍ୟୁନିସିପାଲିଟି କର୍ପୋରେସନର ଟ୍ୟାକ୍ସ କଲେକ୍ଟର ଧରଣୀଧର ସ୍ୱାଇଁ ଏକ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଯୋଜନା ମୁତାବକ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଥିଲେ। ଗିରଫ ପରେ ଭିଜିଲାନ୍ସ ଅଧିକାରୀମାନେ ଧରଣୀଧରଙ୍କ ବାସଭବନରେ ଚଢ଼ାଉ କରିଥିବା ବ୍ରହ୍ମପୁର ଭିଜିଲାନ୍ସ ଏସପି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।