ଭଦ୍ରକ: ଭିଜିଲାନ୍ସ ଜାଲରେ କୋଟିପତି ପୂର୍ବତନ ସରପଞ୍ଚ

ଭଦ୍ରକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭଦ୍ରକ ସଦର ବ୍ଲକ ଅନ୍ତର୍ଗତ ରାହାଞ୍ଜ ପଞ୍ଚାୟତର ପୂର୍ବତନ ସରପଞ୍ଚ ରବିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରବିନ୍ଦ୍ରଙ୍କ ବାସଭବନ ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଚଢ଼ାଉ ବେଳେ କୋଟିଏରୁ ଅଧିକ ଟଙ୍କା ଜବତ କରାଯାଇଥିବା ଭିଜିଲାନ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

chitfund

Rakesh Mallick
  • Published: Tuesday, 08 November 2016
  • , Updated: 08 November 2016, 04:22 PM IST

ଭଦ୍ରକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭଦ୍ରକ ସଦର ବ୍ଲକ ଅନ୍ତର୍ଗତ ରାହାଞ୍ଜ ପଞ୍ଚାୟତର ପୂର୍ବତନ ସରପଞ୍ଚ ରବିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରବିନ୍ଦ୍ରଙ୍କ ବାସଭବନ ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି।

ଚଢ଼ାଉ ବେଳେ କୋଟିଏରୁ ଅଧିକ ଟଙ୍କା ଜବତ କରାଯାଇଥିବା ଭିଜିଲାନ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Related story